ଜମ୍ମୁ-କଶ୍ମୀରରେ ସରକାର ଗଠନ – ଉପରାଜ୍ୟପାଳଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ଓମାର ଅବଦୁଲ୍ଲା

ଡେସ୍କ: ଜମ୍ମୁ-କଶ୍ମୀରରେ ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଆଜି ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ କଂଗ୍ରେସ, ସିପିଆଇ(ଏମ୍), ଆମ୍ ଆଦମୀ ପାର୍ଟି ଏବଂ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ ସରକାର ଗଠନ ପାଇଁ ସେ ଉପରାଜ୍ୟପାଳଙ୍କୁ ଶପଥ ଗ୍ରହଣ ସମାରୋହର ତାରିଖ ସୁନିଶ୍ଚିତ କରିବାକୁ ଅନୁରୋଧ କରିଛନ୍ତି।

Comments are closed.