www.samajalive.in
Monday, December 8, 2025
27.1 C
Bhubaneswar

ମେ’ ପୂର୍ବରୁ ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ: ରାୱତ

ନୂଆଦିଲ୍ଲୀ : ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ଆସନ୍ତା ମେ ମାସ ପୂର୍ବରୁ ଅନୁଷ୍ଠିତ ହେବ। ସାଧାରଣ ନିର୍ବାଚନ ପୂର୍ବରୁ ଏହି ପ୍ରକ୍ରିୟା ଯେମିତି ହେଲେ ଶେଷ ହେବ ବୋଲି ସୂଚନା ଦେଇଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ଓ.ପି ରାୱତ। ରାଜ୍ୟପାଳ ସତ୍ୟ ପାଲ ମଲିକ ବୁଧବାର ବିଧାନସଭା ଭଙ୍ଗ କରିଥିବାରୁ ଆସନ୍ତା ୬ମାସ ମଧ୍ୟରେ ରାଜ୍ୟରେ ସାନି ନିର୍ବାଚନ ହେବାର ବିଧି ରହିଛି। ନିର୍ବାଚନ ଆୟୋଗ ସମସ୍ତ ଦୃଷ୍ଟିରୁ ବିଚାର ପୂର୍ବକ ନିର୍ବାଚନ କାର୍ଯ୍ୟସୂଚୀ ପ୍ରସ୍ତୁତ କରିବେ। ତେଲଙ୍ଗାନା ଭଳି ଜାମ୍ମୁ-କାଶ୍ମୀରରେ ଅବଧି ପୂର୍ବରୁ ବିଧାନସଭା ଭଙ୍ଗ ହୋଇଥିବାରୁ ଧାର୍ଯ୍ୟ ସମୟ ମଧ୍ୟରେ ନିଶ୍ଚୟ ନିର୍ବାଚନ କରାଯିବ ବୋଲି ସେ କହିଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories