www.samajalive.in
Saturday, December 6, 2025
16.1 C
Bhubaneswar

ଖାତକୁ କାର ଖସି ୭ ମୃତ, ୩ ଆହତ

ଶ୍ରୀନଗର : ଜାମ୍ମୁ କାଶ୍ମୀର ସୁଜାନଧାର ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ୍‍ କାର ଭାରସାମ୍ୟ ହରାଇ ରାସ୍ତାକଡ଼ ଖାତକୁ ଖସିପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ସୁଜାନଧାର ଗ୍ରାମର କେତେକ ଲୋକ ଏକ ବାହାଘରରେ କାରଯୋଗେ ବରଯାତ୍ରୀ ଭାବେ ଚୌରାକୋଟି ଅଭିମୁଖେ ଯାଉଥିଲେ। ଗ୍ରାମର କିଛି ଦୂରରେ କାରଟି ଭାରସାମ୍ୟ ହରାଇ ରାସ୍ତାକଡ଼ ଖାତକୁ ଖସିପଡ଼ିଥିଲା। ଏଥିରେ କାରରେ ଥିବା ୭ ଜଣଙ୍କ ମୃତ୍ୟୁ ଘଟିଛି। ୩ ଜଣଙ୍କୁ ସ୍ଥାନୀୟ ଲୋକେ ଓ ପୁଲିସ୍‍ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ସେମାନଙ୍କ ଅବସ୍ଥା ଗୁରୁତର ରହିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories