www.samajalive.in
Sunday, December 14, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ-ଦେବଗଡ ଜିଲା ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି। ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories