ଭୁବନେଶ୍ବର : କାକଟପୁର ବିଧାନସଭା ଆସନ ପାଇଁ ବିଜେପି ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀ ତୁଷାରକାନ୍ତି ବେହେରା ମଙ୍ଗଳବାର ଦିନ ବିଜେଡିରେ ଯୋଗ ଦେଇଛନ୍ତି। ଭୁବନେଶ୍ବର ଠାରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ପୂର୍ବରୁ ବିଜେପି ପ୍ରାର୍ଥୀ ଭାଗିରଥୀ ସେଠୀ ଦଳ ଛାଡି ବିଜେଡିରେ ସାମିଲ ହୋଇଥିଲେ।



