କେନ୍ଦ୍ରାପଡା : ଡେରାବିଶ ବ୍ଲକ ଅଧ୍ୟକ୍ଷ ସରୋଜ ସାହୁ ବିଜେଡି ଛାଡି ବୁଧବାର ଦିନ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ଉପସ୍ଥିତିରେ ସେ ବିଜେପିରେ ମିଶିଛନ୍ତି। ସେ ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି।
Popular Categories



