www.samajalive.in
Tuesday, December 9, 2025
16.1 C
Bhubaneswar

ପାରାଦୀପରେ ମିଳିତ ସମରାଭ୍ୟାସ ‘ସାଗର କବଚ-୧’: ଆତଙ୍କବାଦୀ ଆକ୍ରମଣ ଓ ଅନୁପ୍ରବେଶ ନେଇ କଳାକୌଶଳ ପ୍ରଦର୍ଶନ

ପାରାଦୀପ : ଓଡିଶା ଉପକୂଳରେ ଆରମ୍ଭ ହେଲା ମିଳିତ ସମରାଭ୍ୟାସ । ପାରାଦୀପରେ ଦୁଇ ଦିନିଆ ସମରାଭ୍ୟାସ ସାଗର କବଚ-୧ ଆରମ୍ଭ ହୋଇଛି। ୨୬/୧୧ ଆକ୍ରମଣ ପରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉପକୂଳ ସୁରକ୍ଷା ପାଇଁ ପ୍ରତିବର୍ଷ ଏହି ସମରାଭ୍ୟାସ କରାଯାଉଛି । ଜଳପଥରେ ହେଉଥିବା ଆତଙ୍କବାଦୀ ଆକ୍ରମଣ ଓ ଅନୁପ୍ରବେଶକାରୀଙ୍କୁ କିପରି ପ୍ରତିରୋଧ କରିବା ଲାଗି ଏହି ସମରାଭ୍ୟାସ କରାଯାଉଛି । ଓଡ଼ିଶା ପୋଲିସ, କୋଷ୍ଟ ଗାର୍ଡ, ନୌସେନା, ବନ ବିଭାଗ, ମତ୍ସ୍ୟବିଭାଗ ଓ ଗୁଇନ୍ଦା ବିଭାଗ ପରି ଏକାଧିକ ବିଭାଗ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି । ଉପକୂଳ ଓ ଜଳପଥ ସୀମାରେ କଡା ପହରା ଦିଆଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories