www.samajalive.in
Saturday, December 6, 2025
15.1 C
Bhubaneswar

ଲାଞ୍ଚ ନେବାବେଳେ ଧରାପଡିଲେ କନିଷ୍ଠ ରାଜସ୍ୱ ସହାୟକ

ବୌଦ୍ଧ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ ରାଜସ୍ବ ସହାୟକ (ଜେଆରଏ) ଚୌଧୁରୀ ପପୁନ କୁମାର ଦାଶ ୨୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।  ଜଣେ ଆକ୍ବାରିୟମ ବ୍ୟବସାୟୀଙ୍କ ବକେୟା ବିଲ୍ ପାସ୍ କରିବା ଲାଗି ଲାଞ୍ଚ ନେଉଥିବାବେଳେ ସେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ଭିଜିଲାନ୍ସ ଟିମ୍‌ ଏବେ ତାଙ୍କ କାର୍ଯ୍ୟାଳୟ, ସରକାରୀ ବାସଭବନ ଓ ପୌତୃକ ଘରେ ଚଢ଼ଉ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories