www.samajalive.in
Sunday, December 14, 2025
26.1 C
Bhubaneswar

ସାଇବର ଠକେଇ: ୧୨ ଗିରଫ

ଝାରସୁଗୁଡା: ଝାରସୁଗୁଡାରେ ବଡଧରଣର ସାଇବର ଠକେଇର ପର୍ଦ୍ଦାଫାଶ ହୋଇଛି। ଝାରସୁଗୁଡା ପୁଲିସ୍‌ ପଶ୍ଚିମ ଓଡିଶାରୁ ୧୨ ଜଣିଆ ଗ୍ୟାଙ୍ଗକୁ ଗିରଫ କରିଛି। ୬୧ରୁ ଅଧିକ ପାସ୍‌ବୁକ୍ , ୪୧ଟି ଏଟିଏମ୍‌, ୯୦ଟି ମୋବାଇଲ ଫୋନ୍ ଏବଂ ଏକ କାର୍‌ ଜବତ ହୋଇଛି। ଗିରଫ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ଦୁଇ ଜଣ ନାବାଳକ ଥିବା ଏସ୍‌ପି ସୂଚନା ଦେଇଛନ୍ତି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories