www.samajalive.in
Monday, December 15, 2025
17.1 C
Bhubaneswar

ଦୁର୍ଘଟଣାରେ ଜଣେ ମୃତ

ଜୁନାଗଡ଼: ଆଜି ୨୬ ନମ୍ୱର୍ ଜାତୀୟ ରାଜପଥର ସନ୍ନ୍ୟାସୀ କୁଣ୍ଡାମାଲ୍ ଗାଁ ନିକଟରେ ବାଇକ୍ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ସନ୍ନ୍ୟାସୀ କୁଣ୍ଡମାଲ ଗାଁର ବିଦ୍ୟାଧର ନାଏକ (୭୫) ବୋଲି ଜଣାପଡିଛି। ମୃତ ବ୍ୟକ୍ତି ରାସ୍ତାପାର ହେଉଥିବା ବେଳେ ବାଇକଟି ତାଙ୍କୁ ଧକ୍କା ଦେଇଥିବା କୁହାଯାଉଛି। ଏହି ଦୁର୍ଘଟଣାରେ ଅରେବେଡ଼ା ଗ୍ରାମର ବାଇକ୍ ଆରୋହୀ ଜଣକ ମଧ୍ୟ ଗୁରୁତର ହୋଇଛନ୍ତି। କ୍ଷତିପୂରଣ ଦାବିରେ ଗାଁ ଲୋକେ ୨୬ ନମ୍ୱର୍ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଜୁନାଗଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories