ବରିଷ୍ଠ ବିଜେପି ନେତା ଜୁଏଲ୍ ଓରାମ୍ଙ୍କୁ କରୋନା
ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଜୁଏଲ୍ ଓରାମ୍ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଟ୍ବିଟ୍ କରି ଜୁଏଲ୍ ଓରାମ୍ ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଛନ୍ତି।
I underwent #Covid-19 test today & it has turned out positive.
Those who have came in contact with me in last few days are advised to get tested for themselves and take required precautions.— Jual Oram (@jualoram) April 24, 2021
Comments are closed.