ଆପ୍ ନେତା ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହେପାଜତ ୧୮ ପର୍ଯ୍ୟନ୍ତ ବୃଦ୍ଧି

ଡେସ୍କ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀର ଏକ ଅଦାଲତ ଆମ୍ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହେପାଜତକୁ ଚଳିତ ମାସ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପୂର୍ବରୁ ଦିଆଯାଇଥିବା ବିଚାର ବିଭାଗୀୟ ହାଜତ ଅବଧି ସରିବା ପରେ ଆପ୍ ନେତାଙ୍କୁ କୋର୍ଟରେ ହାଜର କରାଯିବା ପରେ ସ୍ୱତନ୍ତ୍ର ବିଚାରପତି କାବେରୀ ବାଭେଜା ଆଜି ତାଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି କରିଛନ୍ତି। ଏହି … Continue reading ଆପ୍ ନେତା ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହେପାଜତ ୧୮ ପର୍ଯ୍ୟନ୍ତ ବୃଦ୍ଧି