ମହାକୁମ୍ଭ ଦଳାଚକଟା ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ଡେସ୍କ: ପ୍ରୟାଗରାଜର ମହାକୁମ୍ଭର ସଙ୍ଗମ ଘାଟରେ ଘଟିଥିବା ଦଳାଚକଟା ଘଟଣା ଓ ମୃତ୍ୟୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତିନି ଜଣିଆ ବିଚାର ବିଭାଗୀୟ କମିଶନ ସମଗ୍ର ମାମଲାର ତଦନ୍ତ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଶ୍ରୀ ଆଦିତ୍ୟନାଥ ଗଣମାଧ୍ୟମକୁ କହିଛନ୍ତି। ଏହି ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

kalyan agarbati

Comments are closed.