www.samajalive.in
Sunday, December 14, 2025
19.1 C
Bhubaneswar

ଜୁହାର ପରିବାର ପକ୍ଷରୁ ବିଭିନ୍ନ ପ୍ରତିଯୋଗୀତା ଆୟୋଜିତ ହେବ

ସମ୍ବଲପୁର, – ଜୁହାର ପରିବାର ସମ୍ବଲପୁର ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୪ ତାରିଖ ରବିବାର ଦିନ ପଶ୍ଚିମ ଓଡିଶାର ଗଣପର୍ବ ନୁଆଁଖାଇଁ ଭେଟଘାଟ କାର୍ଯ୍ୟକ୍ରମ ଆୟୋଜିତ ହେବ । ସମ୍ବଲପୁରର ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ନିମନ୍ତେ ଆଗାମୀ ୨୮ ତାରିଖ ରବିବାର ଦିନ ଅଷ୍ଟମ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ଆୟୋଜିତ ହେବ । ରବିବାର ପୂର୍ବାହ୍ନ ୧୦ଟା ସମୟରେ ସ୍ଥାନୀୟ ରାଷ୍ଟ୍ରୀୟ ଗୋପାଳ ବିଦ୍ୟା ମନ୍ଦିର, ଟାଉନ ଥାନା ସମ୍ମୁଖରେ ଆୟୋଜିତ ହେବାକୁ ଥିବା ପ୍ରତିଯୋଗୀତା ଗୁଡିକ ହେବ । ଏଥିରେ ବକ୍ତୃତା, ସଙ୍ଗୀତ ଏବଂ ଚିତ୍ରାଙ୍କନ ପ୍ରତିଯୋଗୀତା ଆୟୋଜିତ ହେବ ବୋଲି ଜୁହାର ପରିବାର ସମ୍ବଲପୁର ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories