www.samajalive.in
Monday, December 15, 2025
26.1 C
Bhubaneswar

ରାଜନୀତି ବାଜି ଜିତିଲେ କୁସ୍ତିଯୋଦ୍ଧା ବିନେଶ ଫୋଗତ୍

ସମାଜ ଡିଜିଟାଲ ଡେସ୍କ: ହରିୟାଣାର ଜୁଲାନା ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ବିନେଶ ଫୋଗତ ବିଜୟୀ ହୋଇଛନ୍ତି। ୬୦୧୫ ଭୋଟରେ ଜିତିଛନ୍ତି ପୂର୍ବତନ ତାରକା କୁସ୍ତିଯୋଦ୍ଧା ବିନେଶ। ସେ ମୋଟ୍‌ ୬୫୦୮୦ ଭୋଟ୍‌ ପାଇଥିବାବେଳେ ବିଜେପିର କ୍ୟାପ୍ଟେନ ଯୋଗେଶ ବୈରାଗୀଙ୍କୁ ମିଳିଛି ୫୯୦୬୫ ଭୋଟ୍‌। ବିନେଶ ଫୋଗତଙ୍କ ଏହି ବିଜୟକୁ କଂଗ୍ରେସ ପାଇଁ ଏକ ବଡ଼ ସଫଳତା ଭାବେ ବିବେଚନା କରାଯାଉଛି, କାରଣ ସେ ବିଜେପିର ଜଣେ ପ୍ରଭାବୀ ପ୍ରାର୍ଥୀଙ୍କୁ କଡ଼ା ଟକ୍କର ଦେଇ ଏହି ବିଜୟ ହାସଲ କରିଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories