www.samajalive.in
Saturday, December 13, 2025
14.1 C
Bhubaneswar

ନନ୍ଦନକାନନରେ ସିମ୍ପାଜି ଜୁଲୁର ମୃତ୍ୟୁ

ଭୁବନେଶ୍ବର : ନନ୍ଦନକାନନରେ ସିମ୍ପାଜି ଜୁଲୁର ୩୦ ତାରିଖ ସକାଳେ ମୃତ୍ୟୁ ହୋଇଛି । ୧୨ ଅକ୍ଟୋବର ୧୯୮୮ରେ ସିଙ୍ଗାପୁର ଚିଡିଆଖାନାରେ ଜନ୍ମଗ୍ରହଣ କରିଥିବା ଜୁଲୁ ୧୬ ମେ ୧୯୯୪ରେ ନନ୍ଦନକାନନ ଆସିଥିଲା । ୩୬ ବର୍ଷ ବୟସରେ ଜୁଲୁର ବୟସାଧିକ କାରଣରୁ ମୃତ୍ୟୁ ହୋଇଥିବା କର୍ତ୍ତୃପକ୍ଷ ତରଫରୁ ସୂଚନା ଦିଆଯାଇଛି ।

Hot this week

ସାଇବର ଥାନାରେ ଖୋଲିବ ଫୋରେନ୍‌ସିକ ୟୁନିଟ୍‌

ଭୁବନେଶ୍ବର : ସାଇବର ଅପରାଧୀଙ୍କ ପଞ୍ଝାରେ ଓଡ଼ିଶା। ସାଇବର ଠକେଇ କମୁନି,...

ସନ୍ତୋଷଙ୍କ ବିରୋଧରେ ବିଜେଡ଼ିର କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ବର : ବିଧାନସଭାରେ ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ଓ...

ଆଜି ଆୟୁଷ୍ମାନ ଯୋଗ: ଶୁଭ ମୁହୂର୍ତ୍ତରେ କରନ୍ତୁ ଏହି କାର୍ଯ୍ୟ

ସମାଜ ଡିଜିଟାଲ ଡେସ୍କ: ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ଆଜି ଡିସେମ୍ବର ୧୩,...

ଶୀତରେ ଥରୁଛି ସାରା ଓଡିଶା

ଭୁବନେଶ୍ଵର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ ଦିଗରୁ...

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

Related Articles

Popular Categories