www.samajalive.in
Saturday, December 6, 2025
23.1 C
Bhubaneswar

୫ଦିନ ଜେରା ପରେ ଆଜି କୋର୍ଟରେ ହାଜର ହେବ ଜ୍ୟୋତି

ସମାଜ ଡିଜିଟାଲ ଡେସ୍କ: ଗୁପ୍ତଚର ମାମଲାରେ ଗିରଫ ହୋଇଥିବା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଆଜି ହିସାର ପୁଲିସ ଜିଲ୍ଲା କୋର୍ଟରେ ହାଜର କରିବ । ଜ୍ୟୋତିଙ୍କ ୫ଦିନିଆ ରିମାଣ୍ଡ ଅବଧି ଆଜି ଶେଷ ହେଉଛି । ପାକିସ୍ତାନ ପାଇଁ ଗୁପ୍ତଚର ସାଜିଥିବା ଅଭିଯୋଗରେ ଗିରଫ ହୋଇଥିବା ଜ୍ୟୋତିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଉଛି ନା ପୁଲିସ ପୁଣି ରିମାଣ୍ଡରେ ନେଇ ଜେରା କରିବାକୁ ଆବେଦନ କରୁଛି ତାହା ଉପରେ ସମସ୍ତଙ୍କ ନଜର ।

ଗତ କିଛି ଦିନ ମଧ୍ୟରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ବିଭିନ୍ନ ପର୍ଯ୍ୟାୟରେ ଘଣ୍ଟା ଘଣ୍ଟା ଧରି ପଚରାଉଚରା କରାଯାଇଛି । ଯେଉଁଥିରେ ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି । ଜ୍ୟୋତିଙ୍କ ଏପର୍ଯ୍ୟନ୍ତ ଦେଇଥିବା ଉତ୍ତରରେ ପୁଲିସ ସନ୍ତୁଷ୍ଟ ଅଛି କି ନାହିଁ, ଯଦି ନାହିଁ ତେବେ ପୁଣି ରିମାଣ୍ଡରେ ନେବାକୁ ଆବେଦନ କରାଯାଉଛି କି ନାହିଁ ତାହା ଉପରେ ସମସ୍ତ ନଜର ରହିଛି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories