www.samajalive.in
Sunday, December 7, 2025
26.1 C
Bhubaneswar

ସ୍ଵାମୀଙ୍କ ସହ ପଦ୍ମ ଧରିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ବର: ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ବିଜେପିରେ ସାମିଲ ହୋଇଛନ୍ତି। ଏଥିସହ ତାଙ୍କ ସ୍ବାମୀ ତଥା ବଲାଙ୍ଗୀରର ବରିଷ୍ଠ ଆଇନଜୀବୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। କିଛି ଦିନ ତଳେ ଉଭୟେ ବିଜେଡିରୁ ଇସ୍ତଫା ଦେଇଥିଲେ।

- Advertisement -

ସୋମବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ବସନ୍ତ ପଣ୍ଡାଙ୍କ, ବିଜେପି ଉପସଭାପତି ଗୋଲକ ମହାପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ସେମାନେ ବିଜେପିରେ ଯୋଗ ଦେଇଛନ୍ତି। ଏମାନଙ୍କ ସହ ଅନେକ ବିଜେଡି କର୍ମୀ ଆଜି ବିଜେପିରେ ମିଶିଛନ୍ତି।

 

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories