ସ୍ଵାମୀଙ୍କ ସହ ପଦ୍ମ ଧରିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ
ଭୁବନେଶ୍ବର: ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ବିଜେପିରେ ସାମିଲ ହୋଇଛନ୍ତି। ଏଥିସହ ତାଙ୍କ ସ୍ବାମୀ ତଥା ବଲାଙ୍ଗୀରର ବରିଷ୍ଠ ଆଇନଜୀବୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। କିଛି ଦିନ ତଳେ ଉଭୟେ ବିଜେଡିରୁ ଇସ୍ତଫା ଦେଇଥିଲେ। ସୋମବାର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ବସନ୍ତ ପଣ୍ଡାଙ୍କ, ବିଜେପି ଉପସଭାପତି ଗୋଲକ ମହାପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ସେମାନେ ବିଜେପିରେ ଯୋଗ ଦେଇଛନ୍ତି। … Continue reading ସ୍ଵାମୀଙ୍କ ସହ ପଦ୍ମ ଧରିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ
Copy and paste this URL into your WordPress site to embed
Copy and paste this code into your site to embed