www.samajalive.in
Thursday, December 11, 2025
16.1 C
Bhubaneswar

ଯୁବକଙ୍କୁ ଜାଳି ଦେଲେ, ନିଆଁ ଲଗାଇବା କାରଣ ଅସ୍ପଷ୍ଟ

ଦିଗପହଣ୍ଡି: କେ.ନୂଆଗାଁ ଥାନା ବମକେଇ ଗାଁରେ ଅଘଟଣ। ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳି ଦେଲେ ଦୁର୍ବୁତ୍ତ। ଯୁବକଙ୍କ ଦେହରେ ନିଆଁ ଲଗାଇ ଦେଇ ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରାଯାଇଥିଲା। ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପରେ ଗୁରୁତର ଯୁବକଙ୍କୁ ଏମକେସିଜି ସ୍ଥାନାନ୍ତର କରାଯାଇଛି ଏବଂ ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ରହିଥିବା ସୂଚନା ମିଳିଛି। ତେବେ କିଏ ଓ କାହିଁକି ନିଆଁ ଲଗାଇଲା ତାହାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories