www.samajalive.in
Saturday, December 6, 2025
26.1 C
Bhubaneswar

କବିସୂର୍ଯ୍ୟନଗର ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ

ଭୁବନେଶ୍ୱର: କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ ରହିଛି । ଏବେ ନିର୍ବାଚନ ନକରିବାକୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ହାଇକୋର୍ଟଙ୍କ ରୋକ୍‌ ଥିବାରୁ ଏବେ ନିର୍ବାଚନ ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟ କିଛି ପଂଚାୟତ ସମିତିରେ ଅଧ୍ୟକ୍ଷ ନିର୍ବାଚନ ସହ କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ବାହାରିଥିଲା ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories