www.samajalive.in
Friday, December 5, 2025
23.1 C
Bhubaneswar

ମସ୍‍ଜିଦରେ ବିସ୍ଫୋରଣ; ୩୦ମୃତ

କାବୁଲ : ପାକିସ୍ତାନ ସୀମାନ୍ତ ପୂର୍ବ ଆଫଗାନିସ୍ତାନର ପାକ୍ତିଆ ପ୍ରଦେଶ ଅନ୍ତର୍ଗତ ଗାର୍ଦେଜ୍‍ ସହରରେ ଥିବା ସିଆ ସମ୍ପ୍ରଦାୟର ଏକ ମସ୍‍ଜିଦରେ ଦ୍ୱୈତ ବିସ୍ଫୋରଣ ଘଟି ୩୦ରୁ ଅଧିକ ଲୋକଙ୍କ ପ୍ରାଣହାନି ଘଟିଛି। ଶୁକ୍ରବାର ପ୍ରାର୍ଥନା ସମୟରେ ଏହି ଆତ୍ମଘାତୀ ବିସ୍ଫୋରଣ ଘଟିଥିଲା। ଦୁଇଜଣ ଆତଙ୍କବାଦୀ ଏହି ବିସ୍ଫୋରଣ ଘାଇଥିବାବେଳେ ସେମନଙ୍କର ସହଯୋଗୀ ସାଧାରଣ ଲୋକଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ। ଏଥିରେ ୭୦ରୁ ଅଧିକ ଆହତ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା ରହିଛି। ଏହି ଆକ୍ରମଣ ପଛରେ ଆଇଏସ୍‍ କିମ୍ବା ତାଲିବାନ୍‍ର ହାତ ରହିଛି ତାହା ସ୍ପଷ୍ଟ ହୋଇ ନାହିଁ। ଆତଙ୍କବାଦୀମାନେ ଧର୍ମାନୁଷ୍ଠାନ, ସୁରକ୍ଷାକର୍ମୀ ଓ ସରକାରୀ କାର୍ଯ୍ୟାଳୟ ଉପରେ ଆକ୍ରମଣ ଜାରି ରଖିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories