www.samajalive.in
Monday, December 15, 2025
26.1 C
Bhubaneswar

ଆପ୍‌କୁ ଶକ୍ତ ଝଟ୍‌କା; ଦଳ ଛାଡ଼ିଲେ କୈଳାଶ ଗେହଲଟ୍‌

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିକୁ ରବିବାର ବଡ଼ ଝଟ୍‌କା ଲାଗିଛି। ଦିଲ୍ଲୀର ପରିବହନ ମନ୍ତ୍ରୀ ତଥା ଆପ୍‌ ନେତା କୈଳାଶ ଗେହଲଟ୍‌ ଦଳରୁ ଇସ୍ତଫା ଦେଇଛନ୍ତି। ଆପ୍‌ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।

 

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories