www.samajalive.in
Sunday, December 7, 2025
16.1 C
Bhubaneswar

ଇଡିରେ ହାଜର ହେଲେ ଆପ ମନ୍ତ୍ରୀ କୈଳାସ ଗେହଲଟ

ଡେସ୍କ: ଦିଲ୍ଲୀ ପରିବହନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ନେତା କୈଳାସ ଗେହଲଟ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଦିଲ୍ଲୀ ମଦ ନୀତି ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ସମନ କରିଥିଲା।

ମହିଳାଙ୍କୁ ସର୍ବସାଧାରଣରେ ଚାବୁକ ମାଡ, ପଥରରେ ଛେଚି ହତ୍ୟା କରାଯିବ: ଆଫଗାନିସ୍ତାନରେ ତାଲିବାନର ନୂଆ ଆଦେଶ

- Advertisement -

କୈଳାସ ଗେହଲଟଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସମନ ଉପରେ ଆପ୍ ନେତା ଆତିଶୀ କହିଛନ୍ତି, ଆମ୍ ଆଦମୀ ପାର୍ଟିର ପ୍ରମୁଖ ନେତାଙ୍କୁ ଗିରଫ କରିବା ଦିଲ୍ଲୀରେ ନିର୍ବାଚିତ ସରକାରକୁ ଭାଙ୍ଗିବା ପାଇଁ ଏକ ଷଡ଼ଯନ୍ତ୍ର। ଆମ୍ ଆଦମୀ ପାର୍ଟିକୁ ପରାସ୍ତ କରିପାରିବ ନାହିଁ ବୋଲି ବିଜେପି ଜାଣି ସାରିଥିବାରୁ ଦଳ ବିରୋଧରେ ଷଡ଼ଯନ୍ତ୍ର କରୁଛି ବୋଲି ସେ ଅଭିଯୋଗ କରିଛନ୍ତି।

ଭବ୍ୟ ସମାରୋହରେ ପ୍ରଦାନ କରାଗଲା ଭାରତ ରତ୍ନ ସମ୍ମାନ: ୪ ଜଣଙ୍କୁ ମିଳିଲା ମରଣୋତ୍ତର ସମ୍ମାନ

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories