www.samajalive.in
Sunday, December 7, 2025
23.1 C
Bhubaneswar

ବିଜେପିରେ ସାମିଲ ହେଲେ କୈଳାସ ଗେହଲଟ୍‌

ନୂଆଦିଲ୍ଲୀ: ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)କୁ ବଡ଼ ଝଟ୍‌କା ଦେଇ ବିଜେପିରେ ସାମିଲ ହୋଇଛନ୍ତି ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଆପ୍‌ ନେତା କୈଳାସ ଗେହଲଟ୍‌। ରବିବାର ଆପ୍‌ରୁ ଇସ୍ତଫା ଦେଇଥିବା କୈଳାସ ସୋମବାର ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କୁ ବିଜେପି ସଦସ୍ୟତା ପ୍ରଦାନ କରି ଦଳକୁ ସ୍ଵାଗତ କରିଛନ୍ତି। ଏହି ସମୟରେ ବିଜେପିର ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories