www.samajalive.in
Thursday, December 11, 2025
15.1 C
Bhubaneswar

ବ୍ରାଉନସୁଗର ଜବତ, ଜଣେ ଗିରଫ

କାକଟପୁର: ବ୍ରାଉନସୁଗର ବିକ୍ରି ଉଦ୍ଦେଶ୍ୟରେ ଆସୁଥିବା ବେଳେ କାକଟପୁର ଥାନା ପୁଲିସ ମହାନ୍ତି ସାହି ଗ୍ରାମର ପେସାଦାର ବ୍ରାଉନସୁଗର ବ୍ୟବସାୟୀ ମଙ୍ଗରାଜ ମହାନ୍ତିକୁ ଗିରଫ କରିଛନ୍ତି। ତା’ଠାରୁ ୧୦.୪ ଗ୍ରାମର ବ୍ରାଉନସୁଗର ସମେତ ଏକ ମୋବାଇଲ, ପଲସର ଗାଡ଼ିକୁ ପୁଲିସ ଜବତ କରିଛି। ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ଲକ୍ଷେ ଟଙ୍କା ହେବ । ଏଥିସହ ନଗଦ ୨୦ ହଜାର ଟଙ୍କା ଜବତ ହୋଇଛି। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା ରୁଜୁ କରି ପୁଲିସ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି। କାକଟପୁର ଥାନା ଅଧିକାରୀ ଉମେଶ ସାହୁ ଘଟଣାର ତଦନ୍ତ କରୁଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories