www.samajalive.in
Monday, December 15, 2025
17.1 C
Bhubaneswar

କଖଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ସମ୍ମିଳନୀ

ଗୁରୁଡିଝାଟିଆ : କଖଡି ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ସରକାରଙ୍କ ନିୟମାନୁଯାୟୀ ଅଭିଭାବକ-ଶିକ୍ଷକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ସାହୁଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରରେ ପ୍ରଧାନଶିକ୍ଷକ ରଣଜିତ୍ ନାୟକ ସ୍ୱଚ୍ଛତା, ଅଧ୍ୟୟନ ପ୍ରତି ଅନୁରକ୍ତି, ଅଭିଭାବକମାନେ ବିଦ୍ୟାଳୟ ପରିଭ୍ରମଣ କରି ପ୍ରସ୍ତାବ ପ୍ରଦାନ କରିବା, ଶିକ୍ଷକଙ୍କ ପାଠ ଅଗ୍ରଗତି ସଂପର୍କରେ ଅବଗତ କରାଇବା ଆଦି ସଂପର୍କରେ ବିଶଦ ଭାବରେ ଉପସ୍ଥିତ ଶତାଧିକ ଅଭିଭାବକଙ୍କୁ ବୁଝାଇଥିଲେ । ବିଦ୍ୟାଳୟ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଭିଭାବକ ପରସ୍ପର ଭିତରେ ଆଲୋଚନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories