www.samajalive.in
Thursday, December 11, 2025
16.1 C
Bhubaneswar

ପ୍ରଭୁ ଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା

ଗୁରୁଡିଝାଟିଆ : କଖଡିରେ ପ୍ରଭୁ ଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଶାସ୍ତ୍ରୀୟ ବିଧିମୁତାବକ ରବିବାର ସଂପନ୍ନ ହୋଇଛି । ପୂଜକ ଶକ୍ତି ପ୍ରସାଦ ପତି ମହାପ୍ରଭୁ ଜଗନ୍ନାଥଙ୍କୁ ପୂଜାର୍ଚ୍ଚନା କରିଥିଲେ । ପରେ ସ୍ନାନାଦି କାର୍ଯ୍ୟ ସଂପନ୍ନ ହୋଇଥିଲା । ଗାଁ କମିଟି ସଭାପତି ଦିଲ୍ଲିପ ଛତାର, ଦେବୋତ୍ତର ସୁପରଭାଇଜର ସନାତନ ମହାନ୍ତି, ପୂର୍ବତନ ଗାଁ ସଭାପତି ସୁରେନ୍ଦ୍ର ମହାନ୍ତି, ଅଫିସର ନାୟକ, ଶରତ ଚନ୍ଦ୍ର ମହାନ୍ତି, ଓମପ୍ରକାଶ ମୁଦୁଲି, ସ୍ୱାଧୀନ ରାଉତ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସଂପାଦନ କରିଥିଲେ । ଗାଁ ସଂକୀର୍ତ୍ତନ ମଣ୍ଡଳର ସଦସ୍ୟମାନେ ସଂକୀର୍ତ୍ତନ ପରିବେଷଣ କରିଥିଲେ ।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories