www.samajalive.in
Sunday, December 7, 2025
23.1 C
Bhubaneswar

ସଙ୍କୀର୍ତ୍ତନ ଭୋଜି ଖାଇ ଝାଡ଼ାବାନ୍ତିରେ ୪୬ ଆକ୍ରାନ୍ତ

କଳାବାଡିଆ :ସଙ୍କୀର୍ତ୍ତନ ଭୋଜି ଖାଇ ୪୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ କାଶୀପାଳ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଗୁରୁବାର ସଂଧ୍ୟାରେ ସଙ୍କୀର୍ତ୍ତନ ପରେ ଭୋଜି ଖାଇଥିଲେ ଗ୍ରାମବାସୀ। ତେବେ ଅଧିକାଂଶ ଗ୍ରାମବାସୀଙ୍କୁ ଝାଡ଼ାବାନ୍ତି ହେବାରୁ ଏକ ଡ଼ାକ୍ତରୀ ଦଳ ଗ୍ରାମକୁ ଯାଇ ଚିକିତ୍ସା ଆରମ୍ଭ କରିଥିଲେ। ଗତକାଲି ୧୨ ଜଣ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଆଜି ସକାଳୁ ଆଉ ଜଣେ ଗୁରୁତର ହୋଇ ଶିର୍ଶା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ପୁଣି ଏକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏକ ସ୍ଵତନ୍ତ୍ର ଟିମ ଗ୍ରାମକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। କିଭଳି ପରିସ୍ଥିତିରେ ଏଭଳି ଘଟଣା ଘଟିଛି ତାକୁ ନେଇ ତଦନ୍ତ ଚାଲିଛି। ବର୍ତମାନ ସ୍ଥିତି ଆୟତ୍ତରେ ଅଛି ବୋଲି ଡାକ୍ତର କହିଛନ୍ତି।

ଚୈତ୍ର ନବରାତ୍ରୀ.. ଆଜି ମହାଅଷ୍ଟମୀରେ ଅଦ୍ଭୁତ ସଂଯୋଗ : ଏହି ରାଶିଙ୍କ ଉପରେ ବର୍ଷିବ ମା’ଦୁର୍ଗାଙ୍କ କୃପା, ମିଳିବ ହଠାତ୍‌ ଧନ,ଚମକିବ ଭାଗ୍ୟ..

୫୦୦ରୁ କମ୍‌.. ଜାଣନ୍ତୁ, ୮୪ ଦିନ ପାଇଁ ଜିଓ,ଏୟାରଟେଲ୍‌, ଭୋଡାଫୋନ୍‌ ଆଇଡିଆର ଶସ୍ତା ରିଚାର୍ଜ ପ୍ଲାନ୍‌..

- Advertisement -

ଦେଖନ୍ତୁ ଭିଡିଓ ; ବିଶାଳକାୟ ଅହିରାଜ ସାପର ମୁଣ୍ଡକୁ ଆଉଁସିଲେ, ତା’ପରେ..

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories