www.samajalive.in
Monday, December 8, 2025
27.1 C
Bhubaneswar

ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ବ ଗ୍ରାମବାସୀ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

କଳାବାଡ଼ିଆ: ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ବ ଗ୍ରାମବାସୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୁରୁତର ହୋଇଛନ୍ତି। ଶନିବାର ବାଙ୍ଗିରିପୋଷି ବ୍ଲକ ଭୂଆସୁଣୀ ପଞ୍ଚାୟତ ରାୟାଁ ଗାଁ ସ୍କୁଲରେ ଗଣେଶ ପୂଜା ଅନୁଷ୍ଠିତ ହୋଇଥିଲା। ଗଣେଶଙ୍କଠାରେ ଲାଗି ହୋଇଥିବା ଚୁଡ଼ାଭୋଗ ଗ୍ରାମବାସୀଙ୍କ ମଧ୍ୟରେ ବଣ୍ଟା ହୋଇଥିଲା। ଭୋଗ ଖାଇ ରବିବାର ୫୦ରୁ ଊର୍ଦ୍ଧ୍ବ ଗ୍ରାମବାସୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡ଼ିଥିଲେ। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories