www.samajalive.in
Monday, December 8, 2025
27.1 C
Bhubaneswar

କଳାହାଣ୍ଡି ଗସ୍ତରେ ୫ଟି ସଚିବ

କଳାହାଣ୍ଡି : ଆଜି କଳାହାଣ୍ଡି ଜିଲା ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ତାଙ୍କ ସହିତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ମିଶନ ଶକ୍ତି ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ବିଭିନ୍ନ ବିଭାଗର ସଚିବ ମାନେ ଉପସ୍ଥିତ ରହିଛନ୍ତି। କଳାହାଣ୍ଡିରେ ପହଞ୍ଚି ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି।

ଜିଲାରେ କୋଭିଡ ସ୍ଥିତିର ସମୀକ୍ଷା ସହ ଅନ୍ୟାନ୍ୟ ପ୍ରକଳ୍ପର କାର୍ଯ୍ୟ କେତେ ସରିଛି ସେନେଇ ତଦାରଖ କରିଛନ୍ତି।
ସୂଚନା ଯୋଗ୍ୟ, ୫ଟି ସଚିବ ଓ ଅନ୍ୟ ବିଭାଗର ସଚିବ ଗତ ୨୮ ତାରିଖରେ ନବରଙ୍ଗପୁର ଓ କୋରାପୁଟର ଜିଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିବା ସହ ମେଗା ଉଠା ଜଳସେଚନ ପ୍ରକଳ୍ପର ମଧ୍ୟ ସମୀକ୍ଷା କରିଥିଲେ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories