www.samajalive.in
Saturday, December 6, 2025
15.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା: ଯୁବତୀ ମୃତ, ଚାଳକ ଗୁରୁତର

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଗୋବର ବାହାଲୀ ଜୋରଠାରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି ।  ଏଥିରେ ଜଣେ ଯୁବତୀଙ୍କର ମୃତ୍ୟୁ ଘଟିଥିବାବେଳେ ଚାଳକ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ଜଗନ୍ନାଥ ମନ୍ଦିର ପଡ଼ାର ମାମୁନି ମାଝୀ ବୋଲି ଜଣାପଡିଛି। ସୂଚନା ଅନୁସାରେ ମାମୁନି ବୁଧବାର ରାତିରେ ଏକ କାରରେ ଭବାନୀପାଟଣା ଯାଉଥିବାବେଳେ ଭାରସାମ୍ୟ ହରାଇ କାରଟି ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ମାମୁନିଙ୍କର ମୃତ୍ୟୁ ଘଟିଥିଲା। ଗୁରୁତର ଚାଳକଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories