www.samajalive.in
Saturday, December 6, 2025
14.1 C
Bhubaneswar

ବାଘ ଓ ହରିଣ ଛାଲ ଜବତ ; ଜଣେ ଗିରଫ

ମ.ରାମପୁର : କଳାହାଣ୍ଡି ଜିଲ୍ଲା ନର୍ଲା ରେଞ୍ଜ ଅନ୍ତର୍ଗତ ଶ୍ରିପାଲି ଛକ ନିକଟରେ ବାଘ ଛାଲ ଡିଲ କରୁଥିବା ବେଳେ ମାଡି ବସିଲା ଏସ ଟି ଏଫ ଟିମ୍। ଜଣକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ବ୍ୟକ୍ତି ହେଲେ ଯୋଗେଶ୍ୱର ।ତାଙ୍କ ପାଖରୁ ୩ଟି ବାଘ ଛାଲ ସହ ତିନୋଟି ହରିଣ ଛାଲ ଜବତ ହୋଇଛି। ଆହୁରି ଅନୁସନ୍ଧାନ ଜାରି ରହିଥିବା ଜଣାପଡିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories