www.samajalive.in
Sunday, December 7, 2025
15.1 C
Bhubaneswar

କାନ୍ଥ ଭୁଷୁଡ଼ି ଗୋଟିଏ ପରିବାରର ୬ ଆହତ; ୨ ଗୁରୁତର

କଳାହାଣ୍ଡି: ଅବିଶ୍ରାନ୍ତ ବର୍ଷାରେ ଭୁଷୁଡ଼ିଲା ଘର। କାନ୍ଥ ଭୁଷୁଡ଼ି ମାଟିତଳେ ଚାପି ହୋଇଗଲେ ପରିବାରର ୬ ଜଣ। ଏଭଳି ଘଟଣା ଘଟିଛି ଜୟପାଟଣା ବ୍ଲକ ବିମଲା ଗ୍ରାମରେ। ଗ୍ରାମର ଲଚ୍ଛମନ ନାୟକଙ୍କ ମାଟି କାନ୍ଥ ଘର ଭୁଷୁଡି ପଡିବା ଯୋଗୁଁ ପରିବାରର ୬ଜଣ ଚାପି ହେଇ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୦ ବର୍ଷିୟ ତୁଷାର ଏବଂ ମଞ୍ଜୁରୀ ନାମକ ବାଳିକା ଅଧିକ ଗୁରୁତର ଥିବାରୁ ସେମାନଙ୍କୁ ପ୍ରଥମେ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରବର୍ତ୍ତୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories