www.samajalive.in
Monday, December 8, 2025
27.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଭିଣୋଇ ମୃତ, ଶାଳକ ଗୁରୁତର

କଳାହାଣ୍ଡି: ହାଇୱା ଧକ୍କାରେ ଭିଣୋଇଙ୍କ ମୃତ୍ୟୁ ହୋଇଥିବାବେଳେ, ଶାଳକ ଗୁରୁତର ହୋଇଛନ୍ତି। ଦଶାହ କାର୍ଯ୍ୟରେ ଯୋଗଦେବାକୁ ଯିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ବାଗବାହନ ଛକରେ ମର୍ମନ୍ତୁଦ ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ସିନ୍ଦେକେଲା ହାଟପଦାଠାରେ ମୃତଦେହ ରଖି ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବା ଜଣାପଡ଼ିଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories