www.samajalive.in
Friday, December 12, 2025
27.1 C
Bhubaneswar

ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଭବାନୀପାଟଣାରେ ୧୨ ଘଣ୍ଟା ଅଫିସ ବନ୍ଦ

କଳାହାଣ୍ଡି : କଳାହାଣ୍ଡିରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ସୋମବାର ଜୋର ଧରିଥିବା ଜଣାପଡ଼ିଛି। ଏହି କାରଣରୁ ଭବାନୀପାଟଣାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟା ଅଫିସ ବନ୍ଦ ଡ଼ାକରା ଦିଆଯାଇଛି। ଜିଲ୍ଲାପାଳ, ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। କଳାହାଣ୍ଡି ଓକିଲ ସଂଘ ପକ୍ଷରୁ ଏହି ୧୨ ଘଣ୍ଟା ବନ୍ଦ  ଡ଼ାକରା ଦିଆଯାଇଛି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories