www.samajalive.in
Monday, December 8, 2025
20.1 C
Bhubaneswar

ଝୁଲନ୍ତା ଅବସ୍ଥାରେ ମହିଳା ପୋଷ୍ଟମାଷ୍ଟରଙ୍କ ମୃତଦେହ ଉଦ୍ଧାର

କଲମପୁର : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପୁରୁଣାଗୁମାରେ ପୋଷ୍ଟମାଷ୍ଟର ଭାବରେ କାର୍ୟ୍ୟରତ ଥିବା ଆରତୀ ଦଣ୍ଡସେନା(୨୨)ଙ୍କ ମୃତ ଦେହ ତାଙ୍କ ପୁରୁଣାଗୁମା ସ୍ଥିତ ଭଡା ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ତାଙ୍କ ଘର ସୁନ୍ଦରଗଡ଼ ହୋଇଥିବା ବେଳେ ସେ ୨୦୨୦ ଠାରୁ ପୋଷ୍ଟମାଷ୍ଟର ଭାବରେ ପୁରୁଣାଗୁମା ରେ ଯୋଗଦାନ କରିଥିଲେ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଗାଁ ଲୋକେ ପୁଲିସକୁ ଖବର ଦେଇଛନ୍ତି।  ଅନ୍ୟ ପଟେ ମୃତ ପୋଷ୍ଟ ମାଷ୍ଟରଙ୍କ ବାପା ପୁରୁଣାଗୁମା ଗାଁରେ ପହଞ୍ଚି ଥିବା ସୂଚନା ମିଳିଛି।

 

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories