www.samajalive.in
Saturday, December 6, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଶାଳକ ଗୁରୁତର ଭିଣୋଇ ଆହତ

କଲମପୁର: ରଣମାଲ ଅରେବେଡା ରାସ୍ତାର ରଣମାଲ ଗ୍ରାମ ନିକଟରେ ଏକ ସ୍କୁଟି ଦୁର୍ଘଟଣା ହେବା ଦ୍ୱାରା ଶାଳକ ଓ ଭିଣୋଇ ଆହତ ହୋଇଛନ୍ତି। ​‌େ​‌ତବେ ଶାଳକଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇଥିବା ଜଣାପଡ଼ିଛି। ଉଭୟଙ୍କୁ ପରିବାର ଲୋକ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ତ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।
ଅପରପକ୍ଷରେ କଲମପୁର ଥାନା ଅଞ୍ଚଳରେ ଦୁଇଟି ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟିଛି। ବାଇକ ଦୁର୍ଘଟଣାରେ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories