www.samajalive.in
Saturday, December 6, 2025
16.1 C
Bhubaneswar

ବିଷାକ୍ତ ସାପ ଦଂଶନରେ ବାଳିକା ଗୁରୁତର

କଲମପୁର : ମଙ୍ଗଳବାର ସାପ ଦଂଶନରେ ଗୁରୁତର ଥିବା ଜଣେ ବାଳିକାକୁ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି। ଉକ୍ତ ବାଳିକା ଜଣକ କଲମପୁର ବ୍ଲକ ଅଧିନସ୍ଥ ଭଇଁରୀ ଭିର୍କାପଡାର। ସମ୍ପୃକ୍ତ ବାଳିକା ଜଣକ ଗାଁ ପୋଖରୀରେ ଗାଧୋଇ ସାରି ଜମି ହୁଡା ଦେଇ ଘରକୁ ଫେରୁଥିଲେ । ଏହି ସମୟରେ ଜମି ହୁଡାରେ ଥିବା ଏକ ବିଷାକ୍ତ ସାପ ତାର ପାଦରେ ଦଂଶନ କରିଥିଲା। ପରିବାର ଲୋକ ଘଟଣା ସମ୍ବନ୍ଧରେ ଜାଣିବା ପରେ ତୁରନ୍ତ ଉକ୍ତ ବାଳିକାକୁ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଛନ୍ତି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories