www.samajalive.in
Monday, December 8, 2025
20.1 C
Bhubaneswar

ଗଛକୁ ଧକ୍କା ଦେଲା ବୋଲେରୋ; ଜଣେ ଗୁରୁତର

କଲମପୁର: କଲମପୁର ବିଜମରା ମୁଖ୍ୟ ରାସ୍ତାର ପାଣିଗାଁ ନିକଟରେ ମଙ୍ଗଳବାର ଘଟିଛି ଏକ ଦୁର୍ଘଟଣା। ଏକ ବୋଲେରୋ ରାସ୍ତା କଡ଼ରେ ଥିବା ଗଛକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବୋଲେରୋରେ ଥିବା ଜଣେ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସାପାଇଁ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ତାଙ୍କ ପରିଚୟ ମିଳିନାହିଁ।

ଅନ୍ୟପଟେ ଘଟଣାସ୍ଥଳରୁ ଚାଳକ ଫେରାର ଥିବା ଜଣାପଡ଼ିଛି। ବୋଲେରୋଟି କୌଣସି ଏକ ସଂସ୍ଥା ଅଧିନରେ ନିୟୋଜିତ ଥିବା ସୂଚନା ମିଳିଛି। ବଡକୁଟୃ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ ମଧ୍ୟ କୌଣସି ସୂଚନା ମିଳିନାହିଁ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories