www.samajalive.in
Sunday, December 14, 2025
23.1 C
Bhubaneswar

ଅଜଣା କାର୍ ଧକ୍କାରେ ୨ ସାଇକେଲ ଆରୋହୀ ଗୁରୁତର

କଲମପୁର: କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର ପଣ୍ଡିଗାଁ ପ୍ରାଥମିକ ବିଦ୍ୟାଳୟ ନିକଟରେ ଗୁରୁବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ଅଜଣା କାର ଧକ୍କାରେ ଦୁଇ ସାଇକେଲ ଆରୋହୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ସହାୟତାରେ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ସୂଚନା ଅନୁସାରେ, ପାତ୍ରବସା ଗ୍ରାମର ବଳଦେବ ମାଝୀ ଏବଂ ବରକୋଳି ଗ୍ରାମର ବନ ବିହାର ନାମକ ଦୁଇ ବ୍ୟକ୍ତି କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାରେ ଯାଉଥିବା ବେଳେ ଏକ ଅଜଣା କାର ସେମାନଙ୍କୁ ଧକ୍କା ଦେଇଥିଲା। ଏହାପରେ କାର୍‌ଟି ଘଟଣା ସ୍ଥଳରୁ ଫେରାର ମାରିଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories