www.samajalive.in
Saturday, December 6, 2025
26.1 C
Bhubaneswar

ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ ଆକସ୍ମିକ ମୃତ୍ୟୁ

କଲମପୁର : ପୁରୀ ବାସିନ୍ଦା ତଥା କଳାହାଣ୍ଡି ଜିଲା କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନ ଇଚ୍ଛାପୁର ଉପସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ(ସିଏଚ୍‌ଓ) ରୋଜାଲିନ ପାତ୍ର(୨୫)ଙ୍କ ବୁଧବାର ଆକସ୍ମିକ ମୃତ୍ୟୁ ହୋଇଯାଇଛି।

 

- Advertisement -

ଗତ ଦୁଇ ବର୍ଷ ହେବ ରୋଜାଲିନ୍‌ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟ କରୁଥିଲେ। ସେ ଇଚ୍ଛାପୁରସ୍ଥିତ ସରକାରୀ ଘରେ ରହୁଥିଲେ। ବୁଧୁବାର ସକାଳେ ସେ ଗାଧେଇବାକୁ ଯାଇଥିଲେ। ସେଠାରେ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପୁରୀରେ ଥିବା ରୋଜାଲିନଙ୍କ ପରିବାର ଲୋକଙ୍କୁ ଘଟଣା ସମ୍ବନ୍ଧରେ ସୂଚନା ଦିଆଯାଇଛି।

#samaja #Latest_Odisha_News, #LiveUpdates , #National_News_In_Odia, #WeatherUpdates

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories