www.samajalive.in
Wednesday, December 10, 2025
16.1 C
Bhubaneswar

ବାଙ୍କୀରେ ଅବକାରୀ ଚଢ଼ାଉ: ୬୫ଲିଟର ଚୋରା ଦେଶୀମଦ ଜବତ, ୪ଗିରଫ 

କଳାପଥର (ବାଙ୍କୀ):କଟକ ଜିଲା ଅବକାରୀ ଅଧିକ୍ଷକ ଦେବାଶିଷ ପଟେଲଙ୍କ ନିର୍ଦ୍ଦେଶ କ୍ରମେ ଆଠଗଡ଼ ଅବକାରୀ ଉପଅଧିକ୍ଷକଙ୍କ ତତ୍ତ୍ୱାବଧାନରେ ବାଙ୍କୀ ଓ ବୈଦ୍ୟେଶ୍ୱର ଥାନା ଅନ୍ତର୍ଗତ କଳାପଥର, ଗୋପାଳପୁର, ରଗଡ଼ି ଅଞ୍ଚଳରେ ଚଢ଼ାଉ କରାଯାଇଥିଲା । ଏହି ଚଢ଼ାଉରେ ମୋଟ ୬୫ଲିଟର ହାତ ତିଆରି ଦେଶୀ ରନ୍ଧାମଦ ଜବତ ହେବା ସହ ୪ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଗିରଫ ପରେ ଅଭିଯୁକ୍ତମାନଙ୍କୁ ବାଙ୍କୀ କୋର୍ଟକୁ ଚାଲାଣ କରାଯାଇଛି । ଏହି ଚଢ଼ାଉରେ ବାଙ୍କୀ ଅବକାରୀ ଅଧିକାରୀ ସୌମ୍ୟରଞ୍ଜନ ମାଝୀ, ଏଏସ୍‌ଆଇ ନିର୍ମଳ କୁମାର ବେହେରା ଓ  ଅବକାରୀ କର୍ମଚାରୀ ପୂର୍ଣ୍ଣେଶ୍ୱର ମାଝୀ ସହଯୋଗ କରିଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories