www.samajalive.in
Tuesday, December 9, 2025
16.1 C
Bhubaneswar

କଟକ ଜିଲ୍ଲାପାଳଙ୍କ ବାଙ୍କୀ ବ୍ଲକରେ ଜନ ଅଭିଯୋଗ ଶୁଣାଣି ଶିବିର

କଳାପଥର : ବାଙ୍କୀ ବ୍ଲକରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବାଙ୍କୀ ବ୍ଲକର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ବିଭିନ୍ନ ଅଭିଯୋଗ ମଧ୍ୟରେ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା, କୃଷି,ରାଜସ୍ଵ, ଫୌଜଦାରୀ, ସ୍ୱାସ୍ଥ୍ୟ, ଶିକ୍ଷା,ପ୍ରଭୁତି ବିଭିନ୍ନ ସମସ୍ୟା ସମ୍ପର୍କିତ ମୋଟ ୧୦୩ଟି ଅଭିଯୋଗର ଜନ ଶୁଣାଣୀ କରି ଉପସ୍ଥିତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦେଶ ପ୍ରଦାନ କରିଥିଲେ।
ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂହ, ଅତିରିକ୍ତ ଜିଲ୍ଲାପାଳ ଶିବୋ ଟପ୍ପୋ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, କଟକ ପ୍ରଶାନ୍ତ କୁମାର ନାୟକ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡଃ ପ୍ରଶାନ୍ତ କୁମାର ହୋତା, ଉପଖଣ୍ଡ ଆରକ୍ଷୀ ଅଧିକାରୀ,ବାଙ୍କୀ, ଉପଜିଲ୍ଲାପାଳ ବାଙ୍କୀ ପ୍ରହଲ୍ଲାଦ ନାରାୟଣ ଶର୍ମା, ବିଡ଼ିଓ, ବାଙ୍କୀ ,ତହସିଲଦାର ବାଙ୍କୀ, ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ବାଙ୍କୀଙ୍କ ସମେତ ଜିଲ୍ଲା ଓ ଉପଖଣ୍ତର ସମସ୍ତ ଅଧିକାରୀଙ୍କ ସହିତ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଶିବିରରେ ସହଯୋଗ କରିଥିଲେ।

୧୦୦ ବର୍ଷ ପରେ ସୂର୍ଯ୍ୟ ଗ୍ରହଣ ଓ ଶନି ଚଳନ ସହ ଦୁର୍ଲ୍ଲଭ ସଂଯୋଗ: ଏହି ରାଶି ହେବେ ଭାଗ୍ୟଶାଳୀ, ହେବ ବଡ ପରିବର୍ତ୍ତନ..

ଦେଖନ୍ତୁ ଭିଡିଓ ; ମଝି ଆକାଶରେ ବିମାନରେ ଲାଗିଲା ନିଆଁ..

- Advertisement -

ଦେଖନ୍ତୁ ଭିଡିଓ ; ରିଲ୍ସ କରୁଥିଲେ ମହିଳା, ଓଢଣୀରେ ଲାଗିଲା ନିଆଁ, ଆଉ ତା’ପରେ..

ଛି ଛି ଛି.. ଭିଡିଓ ଦେଖି ଲୋକେ କହିଲେ,ନଳା ପାଣିରେ ପରିବା ଧୋଉଥିଲେ ଦୋକାନୀ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories