କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ହୋଇନଥିବା ଜଣାପଡିଛି। ଆଜି ମନୋନୟନପତ୍ର ଦାଖଲର ପ୍ରଥମ ଦିନରେ ପ୍ରାର୍ଥୀମାନେ ନିଜ ନିଜ ପଞ୍ଚାୟତରେ ନିୟୋଜିତ ଥିବା ନିର୍ବାଚନ ଅଧିକାରୀଙ୍କ ଠାରୁ ୱାର୍ଡ ସଭ୍ୟସଭ୍ୟା, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟ ପାଇଁ ଫର୍ମ ନେଇ ଥିବା ବେଳେ କୌଣସି ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର ଦାଖଲ କରି ନ ଥିବା ଗ୍ରାମ ପଞ୍ଚାୟତ ଅଧିକାରୀ ମାନସ ରଞ୍ଜନ ପ୍ରଧାନ ଓ ନିର୍ବାଚନ ଅଧିକାରୀ ସୁଧାକର ରଇତ ସୂଚନା ଦେଇଛନ୍ତି।
Popular Categories



