www.samajalive.in
Monday, December 8, 2025
14.1 C
Bhubaneswar

ଆସନ୍ତା ୧୫ରେ ମିଳିବ ଭୂମିହୀନ ଚାଷୀଙ୍କୁ କାଳିଆ ଟଙ୍କା

ଭୁବନେଶ୍ବର : ଆସନ୍ତା ୧୫ ତାରିଖରେ ଭୂମିହୀନ ଚାଷୀଙ୍କୁ କାଳିଆ ଟଙ୍କା ମିଳିବ। କାଳିଆ ଟଙ୍କା ସାଢେ ୪ଲକ୍ଷ ଭୂମିହୀନ ଚାଷୀଙ୍କୁ ମିଳିବ। ପ୍ରତ୍ୟେକ ଚାଷୀଙ୍କୁ ପ୍ରଥମ ପର୍ଯ୍ୟାୟରେ ୫ହଜାର ଟଙ୍କା ଲେଖାଏଁ ମିଳିବ। ଆସନ୍ତା ୨୨ ତାରିଖରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ମଧ୍ୟ କାଳିଆ ଟଙ୍କା ମିଳିବ। ଦ୍ବିତୀୟ ପର୍ଯ୍ୟାୟରେ ୧୩ ଲକ୍ଷରୁ ୧୪ ଲକ୍ଷ ଚାଷୀ ଉପକୃତ ହେବେ ବୋଲି ଜଣାପଡିଛି। ଏ ସମ୍ପର୍କରେ ସମୀକ୍ଷା ପରେ କୃଷି ସଚିବ ସୌରଭ ଗର୍ଗ ସୂଚନା ଦେଇଛନ୍ତି।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories