www.samajalive.in
Tuesday, December 9, 2025
15.1 C
Bhubaneswar

 କାଳିଆ ଯୋଜନା ପାଇଁ ଜେରକ୍ସ ଫର୍ମରେ ମଧ୍ୟ ଆବେଦନ : କୃଷି ସଚିବ

ଭୁବନେଶ୍ୱର :  କାଳିଆ ଯୋଜନା ନିମନ୍ତେ ଜେରକ୍ସ ଫର୍ମରେ ମଧ୍ୟ ଆବେଦନ କରାଯାଇପାରିବ । କୃଷି  ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ଏହି ସୂଚନା ଦେଇଛନ୍ତି। ଜେରକ୍ସ ଫର୍ମରେ ମଧ୍ୟ କାଳିଆ ଯୋଜନାରେ ପଞ୍ଜିକରଣ କରାଯାଇପାରିବ ବୋଲି ଶ୍ରୀ ଗର୍ଗ କହିଛନ୍ତି । ପ୍ରଥମ ପର୍ଯ୍ୟାୟ ଆବେଦନର ଶେଷ ତାରିଖ ଜାନୁଆରୀ ୧୫ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଅବେଦନ ଜାନୁଆରୀ ୨୫ରୁ ଆରମ୍ଭ ହୋଇ ଫେବୃଆରୀ ୫ ଯାଏଁ ଚାଲିବ ।  ତେବେ ତୃତୀୟ ପର୍ଯ୍ୟାୟ ଆବେଦନ ପାଇଁ କୌଣସି ତାରିଖ ଘୋଷଣା କରାଯାଇନାହିଁ ।

ତେବେ ଫର୍ମ ବିକ୍ରି ଅଭିଯୋଗରେ ୨ଜଣଙ୍କୁ ଗିରଫ କରାଯାଥିବା କୃଷି ସଚିବ କହିଛନ୍ତି । କୌଣସି ଯୋଗ୍ୟ ହିତାଧିକାରୀ ଯେପରି ବାଦ ନପଡନ୍ତି  ତାହାକୁ ଦୃଷ୍ଟିରେ ରଖି କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ତେବେ ଆବେଦନ ଶେଷ ହେଲେ ଫର୍ମ ଯାଞ୍ଚ କରାଯାଇ ହିତାଧିକାରୀ ଚୟନ କରାଯିବେ ବୋଲି ସେ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories