www.samajalive.in
Sunday, November 16, 2025
15.1 C
Bhubaneswar

ଘାଟିରେ ଓଲଟିଲା ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଭଞ୍ଜନଗର : କଳିଙ୍ଗା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍। ଏଥିରେ  ୧୫ରୁ ୨୦ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ମୂତାବକ ଗୁରୁବାର ରାତିରେ ଖମ୍ବେଶ୍ଵରୀ ନାମକ ଏକ ଯାତ୍ରୀବାହୀ ଘରୋଇ ବସ୍ ରାୟପୁରରୁ ବ୍ରହ୍ମପୁର ଅଭିମୁଖେ ବାହାରିଥିଲା। ଆଜି ସକାଳେ କଳିଙ୍ଗା ଘାଟି ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories