www.samajalive.in
Sunday, December 7, 2025
23.1 C
Bhubaneswar

କଳିଙ୍ଗରେ ଆରମ୍ଭ ହେଲା କଳିଙ୍ଗ ସୁପର କପ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର:  ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଆଜି ବହୁ ପ୍ରତିକ୍ଷୀତ କଳିଙ୍ଗ ସୁପର କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି। ଏହି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆସନ୍ତା ମେ’ ମାସ ୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ଆଜି ପ୍ରଥମ ଦିନରେ କେରଳ ବ୍ଲାଷ୍ଟରସ୍ ଏଫ. ସି ଏବଂ ଇଷ୍ଟ ବେଙ୍ଗଲ ଏଫ. ସି ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା ଏବଂ କେରଳ ବ୍ଲାଷ୍ଟରସ୍ ଏଫ. ସି ଆଜିର ଏହି ଓପନିଙ୍ଗ ମ୍ୟାଚ୍‌ରେ ବିଜୟୀ ହୋଇଥିଲେ।

- Advertisement -

ଆଜି ପ୍ରଥମ ଦିନର ମ୍ୟାଚ୍‌ରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ଯୋଗଦେଇ କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ସେମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ।

ଏଥିସହ ଆଜି କଳିଙ୍ଗ ଷ୍ଟାଡିୟମରେ ଫୁଟବଲ୍ ପ୍ରଶଂସକମାନଙ୍କର ବେଶ ଭିଡ଼ ଦେଖିବାକୁ ମିଳିଥିଲା। ସମସ୍ତ ଦର୍ଶକମାନେ କ୍ରୀଡ଼ାବିତମାନଙ୍କର ଉତ୍ସାହ ବର୍ଦ୍ଧନ କରିବା ସହିତ ଆଜିର ଏହି ମ୍ୟାଚ୍‌କୁ ବେଶ୍ ଉପଭୋଗ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories