www.samajalive.in
Saturday, December 6, 2025
26.1 C
Bhubaneswar

ପଶ୍ଚିମବଙ୍ଗରେ ମହିଳାଙ୍କୁ ଗଣବଳାତ୍କାର

କଲକାତା: ପଶ୍ଚିମବଙ୍ଗର ହରିଦେବପୁର ଅଞ୍ଚଳରେ ଜଣେ ୨୦ବର୍ଷୀୟା ମହିଳାଙ୍କୁ ଦୁଇ ଜଣ ପରିଚିତ ବ୍ୟକ୍ତି ଗଣବଳାତ୍କାର କରିଛନ୍ତି। ଶୁକ୍ରବାର ମହିଳା ଜଣଙ୍କ ତାଙ୍କ ଜନ୍ମଦିନ ପାଳନ କରୁଥିବାବେଳେ ତାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ଦୁଇଜଣ ହେଲେ ଚନ୍ଦନ ମଲିକ ଓ ଦୀପ ବିଶ୍ବାସ। ସେମାନେ ଏବେ ଫେରାର ଅଛନ୍ତି। ପୀଡିତା ମହିଳା ଜଣଙ୍କ ଚନ୍ଦନଙ୍କୁ କିଛି ମାସ ତଳେ ଭେଟିଥିଲେ। ଚନ୍ଦନ ନିଜକୁ ଦକ୍ଷିଣ କଲକାତା ପୂଜା କମିଟିର ମୁଖ୍ୟ ବୋଲି କହିବା ସହିତ ଦୀପ ବିଶ୍ବାସଙ୍କ ସହିତ ପରିଚିତ କରାଇଥିଲେ।

୧୫ ସେପ୍ଟେମ୍ବର ପରେ ଏହି ୪ ରାଶିଙ୍କ ପାଇଁ ଆସୁଛି ବଡ ଖୁସି ; ଶୁକ୍ର ଚଳନ ପରେ ହେବେ ହଠାତ୍‌ ଧନୀ, ମିଳିବ ସଫଳତା..

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories